www.samajalive.in
Sunday, December 7, 2025
23.1 C
Bhubaneswar

ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ

ଭୁବନେଶ୍ବର: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ବିଧାନସଭା ଅଧିବେଶନ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ସମ୍ପର୍କିତ ଘୋଷଣା କରାଯିବ। ୨୪ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ବିଜେପି ଶାସିତ ସରକାରଙ୍କ ପ୍ରଥମ ରାଜ୍ୟ ବଜେଟ ୨୫ ତାରିଖରେ ଉପସ୍ଥପାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ହାତରେ ଅର୍ଥ ବିଭାଗ ରଖିଥିବାରୁ ସେ ନିଜେ ବଜେଟ ଉପସ୍ଥାପନ କରିବେ। ଏହି ବିଧାନସଭା ଅଧିବେଶନରେ ଶ୍ରୀ ମାଝୀ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ ଉପସ୍ଥାପନ କରିବେ କି ନାହିଁ ତାହାର ସୂଚନା ମିଳିପାରି ନାହିଁ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories