www.samajalive.in
Monday, December 8, 2025
24.1 C
Bhubaneswar

ଜ଼ିଲ୍ଲା ପ୍ରେସ କ୍ଲବର ସାଧାରଣ ବୈଠକ ଅନୁଷ୍ଠିତ

ବୌଦ୍ଧ: ଜ଼ିଲ୍ଲା ପ୍ରେସ କ୍ଲବର ସାଧାରଣ ବୈଠକ ସାମ୍ବାଦିକ ଫୋରମ କାର୍ୟ୍ୟାଳୟ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି। କ୍ଲବର କାର୍ୟ୍ୟକାରୀ ସଭାପତି ପ୍ରଦୋଷ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଚଳିତ ମାସ ୨୬ ତାରିଖରେ ଜ଼ିଲ୍ଲା ପ୍ରେସ କ୍ଲବର ପ୍ରତିଷ୍ଠା ଦିବସ ପାଳନ ପାଇଁ ଆଲୋଚନା ହୋଇଥିଲା। ଜୁଲାଇ ୨୬ ତାରିଖରୁ ଅଗଷ୍ଟ ୨୬ ତାରିଖ ଏକ ମାସ ଯାଏଁ ଜିଲ୍ଲାର ବିଭିନ୍ନ ଅଂଚଳରେ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର, ଚକ୍ଷୁ ପରୀକ୍ଷା ଶିବିର, ରକ୍ତଦାନ ଶିବିର, ବୃକ୍ଷ ରୋପଣ କାର୍ୟ୍ୟକ୍ରମ କରାଯିବା ସହ ବିଭିନ୍ନ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଜ଼ିଲ୍ଲାର ପର୍ୟ୍ୟଟନ ସମ୍ପର୍କରେ ଅବଗତ କରାଇବା ପାଇଁ ଆଲୋଚନା ଚକ୍ର ଓ ସାଧରଣ ଜ୍ଞାନ ପ୍ରତିଯୋଗିତା ମାନ କରାଯିବା ପାଇଁ ନିଷ୍ପତି ଗ୍ରହଣ କରାଯାଇଥିଲା।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories