www.samajalive.in
Monday, December 15, 2025
27.1 C
Bhubaneswar

ପୁରୀ ରଥଯାତ୍ରା ସମୟରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର : ଆଜି ରଥ ଯାତ୍ରା ସମୟରେ ଭିଡ଼ ଯୋଗୁ ବଲାଙ୍ଗିର ସଇଁତଳାର ଜଣେ ଶ୍ରଦ୍ଧାଳୁ ଲଳିତ ବାଗର୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ଏଥିରେ ଆହତ ହୋଇଥିବା ବ୍ୟକ୍ତି ମାନଙ୍କୁ ମାଗଣାରେ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories