www.samajalive.in
Sunday, December 7, 2025
26.1 C
Bhubaneswar

ଅତାବିରାରେ ଗଡିଲା ମହାପ୍ରଭୁଙ୍କ ରଥ

ରେଙ୍ଗାଲିକ୍ୟାମ୍ପ: ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା ପାଇଁ ଉତ୍ସବ ମୁଖର ପ୍ରତ୍ୟେକଟି ଜଗନ୍ନାଥ ମନ୍ଦିର। ସେଥିପାଇଁ ଅତାବିରା ଅଞ୍ଚଳରେ ଥିବା ସମସ୍ତ ଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ରଥଯାତ୍ରା ପାଳିତ ହୋଇଛି। ବିଧି ପୂର୍ବକ ଅପରାହ୍ନରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ଜଗନ୍ନାଥଙ୍କ ଭକ୍ତିରେ ନିମଗ୍ନ ହୋଇ ଭକ୍ତ ମାନେ ଘଣ୍ଟ ବଜାଇ ହରିବୋଲ ଜୟ ଧ୍ୱନିରେ ଭଗବାନଙ୍କ ପହଣ୍ଡି ବିଜେ କରାଇଥିଲେ। ଘଣ୍ଟ ଘଣ୍ଟା ହରିବୋଲ ହୁଳହୁଳି ଧ୍ଵନିରେ ଅଞ୍ଚଳ ପ୍ରକମ୍ପିତ ହୋଇ ଉଠିଥିଲା। ଅତାବିରା, ଗୋଡଭଗା, କୁଲୁଣ୍ଡା, ଟୋପ, ସିଂହପାଲି, କାଦୋବାହାଲ, ଟାଙ୍ଗରପାଲି, ପାହାଡ଼ଶ୍ରୀଗିଡା ଭଳି ଗ୍ରାମ ମାନଙ୍କରେ ଥିବା ଜଗନ୍ନାଥ ମନ୍ଦିର ଗୁଡିକରେ ଏହି ରଥଯାତ୍ରା ପାଳିତ ହୋଇଯାଇଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories