www.samajalive.in
Saturday, December 6, 2025
26.1 C
Bhubaneswar

ବହୁମତ ସାବ୍ୟସ୍ତ କଲେ ହେମନ୍ତ ସୋରେନ: ସରକାରଙ୍କ ପକ୍ଷରେ ପଡିଲା ୪୫ଭୋଟ

ରାଞ୍ଚି: ଝାଡଖଣ୍ଡ ବିଧାନସଭାରେ ଫ୍ଲୋର ଟେଷ୍ଟ ଶେଷ ହେବା ସହ ବହୁମତର ପ୍ରମାଣ ଦେଇଛନ୍ତି ହେମନ୍ତ ସୋରେନ । ହେମନ୍ତ ସୋରେନଙ୍କ ଦଳ ସଂଖ୍ୟା ଗରିଷ୍ଠତା ହାସଲ କରିଛି । ତୃତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସୋମବାର ବିଧାନସଭାରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଥିଲେ ହେମନ୍ତ । ଫ୍ଲୋର ଟେଷ୍ଟରେ ସରକାରଙ୍କ ସପକ୍ଷରେ ୪୫ଖଣ୍ଡ ଭୋଟ୍‍ ପଡିଥିଲା । ସରକାରଙ୍କ ସପକ୍ଷରେ ଜେଏମ୍‍ଏମ୍‍ ପକ୍ଷରୁ ୨୭, କଂଗ୍ରେସର ୧୭ ଏବଂ ସିପିଆଇ ପକ୍ଷରୁ ଗୋଟିଏ ଭୋଟ୍‍ ପଡିଥିଲା । ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବା ପରେ ହେମନ୍ତ ସୋରେନ ମନ୍ତ୍ରିମଣ୍ଡଳ ବିସ୍ତାର କରିବା ନେଇ ପ୍ରସ୍ତୁତି ଚଳାଇଛି ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories