www.samajalive.in
Saturday, December 6, 2025
26.1 C
Bhubaneswar

ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ସରକାରୀ ଜମିରୁ ହଟିବ ବେଆଇନ ଜବରଦଖଲ

ଭୁବନେଶ୍ୱର: ସବୁ ଜିଲ୍ଲାରେ ସରକାରୀ ଜମିରୁ ହଟିବ ଜବରଦଖଲ । ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯେଉଁଠି ଜବରଦଖଲ ଦେଖିଲେ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦେବା ସହ କହିଛନ୍ତି ବିକାଶମୂଳକ କାର୍ଯ୍ୟରେ ବାଧା ଆସୁଥିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର । ସୂଚନା ଅନୁସାରେ ସାରା ରାଜ୍ୟରେ ବେଆଇନ ଜବରଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଜବର ଦଖଲ ହଟାଯିବାକୁ କୁହାଯାଇଛି ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories