www.samajalive.in
Monday, December 8, 2025
27.1 C
Bhubaneswar

ସିବିଆଇ ମାଧ୍ୟମରେ ଶାହାଙ୍କୁ ଫ​ସାଇବା ଉଦ୍ୟମ କରିଥିଲା କଂଗ୍ରେସ: ଇରାନୀ

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ନିଜ ଶାସନକାଳରେ ବିଜେପି ଅଧ୍ୟକ୍ଷ ଅମିତ ଶାହାଙ୍କ ବିରୋଧରେ ଷଡ଼ଯନ୍ତ୍ର କରିଥିଲା। ୨୦୧୦ରେ ସୋରାବୁଦ୍ଦିନ ଶେଖ୍‌ ମିଥ୍ୟା ଗୁଳିବିନିମୟ ମାମଲାରେ ଶାହାଙ୍କୁ ଫସାଇବା ଲାଗି କଂଗ୍ରେସ ତଦନ୍ତକାରୀ ସଂସ୍ଥା ସିବିଆଇର ଅନୁଚିତ ଉପଯୋଗ କରିଥିଲା ବୋଲି ସେ ଅଭିଯୋଗ କରିଛନ୍ତି। ରାଜନୈତିକ ସ୍ବାର୍ଥ ହାସଲ ଲାଗି କଂଗ୍ରେସ ପ୍ରଶାସନିକ କଳକୁ ବ୍ୟବହାର କରିଥିଲା। କଂଗ୍ରେସର ତତ୍‌କାଳୀନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶାହାଙ୍କ ରାଜନୈତିକ କ୍ୟାରିୟର ସମାପ୍ତ କରିବା ପାଇଁ ସମସ୍ତ ଉଦ୍ୟମ କରିଥିଲା ବୋଲି ସ୍ମୃତି ଦର୍ଶାଇଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories