www.samajalive.in
Sunday, December 7, 2025
18.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଜମ୍ମୁ-କାଶ୍ମୀରର କାଠୁଆ ଜିଲାରେ ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ.. ୨ ଯବାନ ଆହତ..

ସନ୍ଦେଶଖାଲି ମାମଲାରେ ସିବିଆଇ ତଦନ୍ତ ପାଇଁ ବାଟ ସଫା.. ମମତା ସରକାରଙ୍କ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ..

- Advertisement -

ଅଧା ବାଟରେ ଫସିଲା କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ପ୍ରଭୁ ବଳଦେବ ଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ.. ଶ୍ରଦ୍ଧାଳୁମାନେ ଟାଣି ନେଲାବେଳେ ଦେବୋତ୍ତର କାର୍ଯ୍ୟାଳୟ ପାଖରେ ବାମ ମୋଡ଼ ନେଇ ଅଟକିଲା ବ୍ରହ୍ମ ତାଳଧ୍ୱଜ ରଥ..

ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ମାମଲାରେ ସୁପ୍ରିମକୋର୍ଟଙ୍କ କଡା ନିର୍ଦ୍ଦେଶ.. ଷ୍ଟାଟସ୍ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ.. ଜୁଲାଇ ୧୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି..

ସବୁ ଜିଲ୍ଲାରେ ସରକାରୀ ଜମିରୁ ହଟିବ ଜବରଦଖଲ.. ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ..

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍ ଦଣ୍ଡ ସହ ୫ହଜାର ଟଙ୍କା ଜୋରିମାନା..  ଦଣ୍ଡ ଶୁଣାଇଲେ ମାନ୍ୟବର ବାଲେଶ୍ଵର ସ୍ଵତନ୍ତ୍ର ପୋକ୍ସୋ ଅଦାଲତ..

ଦୁଇ କଣ୍ଠଶିଳ୍ପୀଙ୍କ ନାଁରେ ଥାନାରେ ଏତଲା.. ଗାୟକ ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ନାଁରେ ଏତଲା.. ଜଗନ୍ନାଥ ଭଜନକୁ କଦର୍ଥ କରି ଗାଇଥିବା ଅଭିଯୋଗ..

ପୁରୀ : ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା.. ଶରଧାବାଲିରେ ତିନି ରଥ..

ଓଡ଼ିଆ ଖେଳାଳିଙ୍କ ଲାଗି ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ.. ପ୍ୟାରିସ୍‍ ଅଲିମ୍ପିକ୍ସ ପୂର୍ବରୁ କିଶୋର ଜେନା ଏବଂ ଅମିତ ରୋହିଦାସଙ୍କ ପାଇଁ ୧୫ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା..

ବହୁମତ ସାବ୍ୟସ୍ତ କଲେ ହେମନ୍ତ ସୋରେନ.. ସରକାରଙ୍କ ପକ୍ଷରେ ପଡିଲା ୪୫ଭୋଟ..

ସରକାରୀ ଏବଂ ବେସରକାରୀ ଇଞ୍ଜିନିୟରିଂ ମହାବିଦ୍ୟାଳୟ ଏବଂ ଘରୋଇ ବିଶ୍ବବିଦ୍ୟାଳୟରେ ସ୍ନାତକ ଓ ସ୍ନାତକୋତ୍ତର(ପିଜି) ବୈଷୟିକ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଜିଠୁ କାଉନସେଲିଂ ଆରମ୍ଭ..

ଦୁଇ ଦିନିଆ ରୁଷ୍ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ମସ୍କୋରେ ୨୨ତମ ଭାରତ-ରୁଷ୍ ବର୍ଷିକ ଶିଖର ସମ୍ମିଳନୀରେ ହେବେ ସାମିଲ.. ଦୁଇ ଦେଶ ମଧ୍ୟରେ ବହୁମୁଖୀ ସମ୍ପର୍କର ହେବ ସମୀକ୍ଷା..

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories