www.samajalive.in
Tuesday, December 9, 2025
26.1 C
Bhubaneswar

ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜକୁ ଟାଣି ନେଉଥିଲେ ଭକ୍ତ, ବାମ ମୋଡ଼ ନେଇ ହଠାତ୍‌ ଅଟକିଗଲା

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ଅଧା ବାଟରେ ଫସି ରହିଛି। ଭକ୍ତମାନେ ରଥକୁ ଟାଣି ନେଉଥିବାବେଳେ ଦେବୋତ୍ତର କାର୍ଯ୍ୟାଳୟ ପାଖରେ ବାମ ମୋଡ଼ ନେଇ ଏହା ଟ୍ରାକ୍‌ ବାହାରକୁ ଚାଲିଯାଇଥିବା ଜଣାପଡ଼ିଛି। ଶତ ଚେଷ୍ଟା ପରେ ମଧ୍ୟ ରଥକୁ ଉଠାଯାଇପାରି ନାହିଁ। ବର୍ତ୍ତମାନ ମେସିନ ସାହାଯ୍ୟରେ ରଥକୁ ଟ୍ରାକ୍‌କୁ ଆଣିବାକୁ ଉଦ୍ୟମ ଜାରି ରହିଛି।

 

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories