www.samajalive.in
Saturday, December 13, 2025
14.1 C
Bhubaneswar

ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ଅଘଟଣ, ରିଲ୍ସ କଲାବେଳେ ଖଣି ପୋଖରୀରେ ବୁଡ଼ିଗଲେ ୨ ଯୁବକ

ଭୁବନେଶ୍ବର: ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ଅଘଟଣ। ୪ଜଣ ସାଙ୍ଗ ତାପଙ୍ଗ ବୁଲି ଆସିଥିବାବେଳେ ଅଘଟଣ ଘଟିଥିବା ସୂଚନା ମିଳିଛି। ରିଲ୍ସ କଲାବେଳେ ୨ଜଣ ଯୁବକ ଖଣି ପୋଖରୀରେ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ଓଡ୍ରାଫ ଟିମ ଏବଂ ସ୍କ୍ବ୍ୟବା ଡ୍ରାଇଭର ପହଞ୍ଚି ଅତ୍ୟାଧୁନିକ ବୈଷୟିକ ପ୍ରଯୁକ୍ତିବିଦ୍ୟା ପ୍ରୟୋଗ ନିଖୋଜ ଯୁବକଙ୍କୁ ଖୋଜିବା ପ୍ରକ୍ରିୟା ଜାରି ରଖିଛନ୍ତି। ଅପରପକ୍ଷରେ ତାପଙ୍କ ବୁଲିବାକୁ ଆସିଥିବା ଅନ୍ୟ ୩ଜଣ ସାଙ୍ଗଙ୍କୁ ପୁଲିସ ଅଟକ ରଖି ପଚାର ଉଚୁରା କରୁଛି। ଅଟକ ଥିବା ୩ଜଣଙ୍କ ମଧ୍ୟରେ ଜଣେ ଅଣ ଓଡ଼ିଆ ଯୁବତୀ ଥିବା ସୂଚନା ମିଳିଛି।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories