www.samajalive.in
Saturday, December 6, 2025
19.1 C
Bhubaneswar

ଗୁଳି ଫୁଟାଇ ଦିବାଲୋକରେ ୧୨ ଲକ୍ଷ ଲୁଟ୍

ସୋର : ବାଲେଶ୍ୱର ଜିଲା ସୋରରେ ଦିବାଲୋକରେ ମଙ୍ଗଳବାର ବଡ ଧରଣର ଲୁଟ୍ ହୋଇଛି। କୁପାରୀ ଆଗରପଡା ରାସ୍ତା ବର୍ତନା ବ୍ୟାଙ୍କ ନିକଟରୁ ଏହି ଲୁଟ୍ ହୋଇଛି। ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ପ୍ରାୟ ୧୨ ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ବାଇକରେ ଆସି ୪ ଜଣ ଦୁର୍ବୃତ୍ତଗୁଳି ଚାଳନା କରି ଟଙ୍କା ବ୍ୟାଗ୍ ଧରି ଲୁଟ କରିଛନ୍ତି। ପେଟ୍ରୋଲ ପମ୍ପର ୨ କର୍ମଚାରୀ ଟଙ୍କା ବ୍ୟାଗ୍ ନେଇ ବ୍ୟାଙ୍କ ଯାଉଥିଲେ। ଜଣେ ବ୍ୟକ୍ତିଙ୍କ ଗୋଡରେ ଗୁଳି ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ଦାନ୍ତ ଉପରେ ବି ପଡେ ଗ୍ରହଙ୍କ ପ୍ରଭାବ; ଜାଣନ୍ତୁ ରାଶି ଅନୁଯାୟୀ ବ୍ରଶର ରଙ୍ଗ..

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories