www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ତିନିରଥ..

ଆଜି ସନ୍ଧ୍ୟାରେ ରଥ ଉପରୁ ପହଣ୍ଡି କରି ଆଡପ ମଣ୍ଡପରେ ବିଜେ କରିବେ ମହାପ୍ରଭୁ..

- Advertisement -

ବୁଧବାର ଠାରୁ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କୁ ମିଳିବ ଆଡପ ଅବଢା..

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ..

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ..

ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ଆରମ୍ଭ..

ଜଷ୍ଟିସ୍‍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ପୁରୀରେ ବୈଠକ..

ପୁରୀ: ଜଗା ଦର୍ଶନ ସାରି ଫେରିବା ବେଳେ ଦୁର୍ଘଟଣା..

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଲା ଗାଡି, ଜଣେ ଗୁରୁତର ୯ଆହତ..

ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ରୋକିବା ପାଇଁ ସ୍ୱାସ୍ଥ୍ୟବିଭାଗର ତତ୍ପରତା..

ଦାନ୍ତ ଉପରେ ବି ପଡେ ଗ୍ରହଙ୍କ ପ୍ରଭାବ; ଜାଣନ୍ତୁ ରାଶି ଅନୁଯାୟୀ ବ୍ରଶର ରଙ୍ଗ..

ଡେଙ୍ଗୁ ହଟସ୍ପଟ ଚିହ୍ନଟ ସହ ସର୍ବେକ୍ଷଣ କରିବା ଲାଗି ନିର୍ଦ୍ଦେଶ..

ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି..

ଆସନ୍ତା ୧୪ରେ ଖୋଲିପାରେ ରତ୍ନଭଣ୍ଡାର..

ଜଷ୍ଟିସ୍‍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିଥିବା ଯାଞ୍ଚ କମିଟି ଦ୍ୱିତୀୟ ବୈଠକ ଶେଷ..

ଆସନ୍ତା ୧୪ରେ ରତ୍ନଭଣ୍ଡାର ଚାବି ଉପସ୍ଥାପନ ହେବ..

ରଥଯାତ୍ରାରେ ବ୍ୟସ୍ତ ଥିବାରୁ ଆଜି ଚାବି ଉପସ୍ଥାପନ ହୋଇପାରିନି..

ଜୁଲାଇ ୧୫ରୁ ସୂର୍ଯ୍ୟ ବଦଳାଇବେ ଏହି ରାଶିଙ୍କ ଭାଗ୍ୟ; ମିଳିବ ଧନ ହିଁ ଧନ..

ରତ୍ନଭଣ୍ଡାର ଖୋଲାଯିବା ବେଳେ ଭକ୍ତଙ୍କ ଦର୍ଶନ ବନ୍ଦ ହେବନାହିଁ..

ସୋର : ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ପ୍ରାୟ ୧୨ ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଇଛନ୍ତି ଲୁଟେରା..

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories