www.samajalive.in
Saturday, December 6, 2025
16.1 C
Bhubaneswar

କଣ୍ଟାବାଞ୍ଜି ବିକାଶ ପରିଷଦ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିକାଶ ପରିଷଦ ତୁରେକେଲା ଶାଖା ଆନୁକୁଲ୍ୟରେ ଢ଼ୋଲମାନଦଲ ପଞ୍ଚାୟତର ଯୁବକ ମାନଙ୍କୁ ନେଇ ଅନୁଷ୍ଠିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବରିଷ୍ଠ ବିଜେଡି ନେତା ଅଜୟ ଦାସ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଅଶୋକ ପରାଭୋଇ, ଚରଣ ନାୟକ, ଚରଣ ଧାରୁଆ, ଦୟାନିଧି ମାଝୀ, ରମେଶ ବନଗୁଳା, କ୍ଷୀର ସାଗର ଧରୁଆ, ସୋମନାଥ ଜଗତ, ନରୋତ୍ତମ ଧାରୁଆ, କୈଳାଶ ମାଝୀ, ଗୁଣନିଧି ନାୟକ, ଭୀଷ୍ମ ପରା ଭୋଇ, ଟିକଚନ ମାଝୀ, ଚଉବନ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।

ଗୁଳି ଫୁଟାଇ ଦିବାଲୋକରେ ୧୨ ଲକ୍ଷ ଲୁଟ୍

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories