www.samajalive.in
Monday, December 8, 2025
13.1 C
Bhubaneswar

ଓଡ଼ିଶା ଫୁଟବଲ ସଂଘ ସଭାପତି ପଦ ଛାଡ଼ିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର: ଓଡ଼ିଶା ଫୁଟବଲ ସଂଘ(ଏଫଏଓ) ସଭାପତି ପଦରୁ ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ଏଫଏଓ ସଭାପତି  ପଦ ଛାଡ଼ିଥିବା ସୂଚନା ଦେଇଛନ୍ତି। ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଉଛି ବୋଲି ଓଡ଼ିଶା ଫୁଟବଲ ସଂଘ ସମ୍ପାଦକଙ୍କୁ ଚିଠିରେ କହିଛନ୍ତି।

ଓଡ଼ିଶା ଫୁଟବଲ ସଂଘ ସମ୍ପାଦକଙ୍କୁ ଲେଖିଥିବା ପତ୍ରରେ ଦେବାଶିଷ ସାମନ୍ତରାୟ ଉଲ୍ଲେଖ କରିଛନ୍ତି ଯେ ମୋର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଏବଂ ବ୍ୟକ୍ତିଗତ ଯୋଗଦାନ ଯୋଗୁ ମୁଁ ଓଡ଼ିଶା ଫୁଟବଲ ସଂଘ ସଭାପତି ପଦକୁ ନ୍ୟାୟ ଦେବାରେ ଅସମର୍ଥ। ତେଣୁ ମୁଁ ଏହି ପଦରୁ ଇସ୍ତଫା ଦେଇଛି ଏବଂ ମୁଁ ନିଶ୍ଚିତ ଯେ ଆପଣଙ୍କ ନେତୃତ୍ୱରେ ଫୁଲବଲ ସଂଘ ଓଡିଶାରେ ଫୁଟବଲକୁ ପ୍ରୋତ୍ସାହିତ କରିବାରେ କାର୍ଯ୍ୟ କରିବ।

- Advertisement -

 

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories