www.samajalive.in
Monday, December 8, 2025
17.1 C
Bhubaneswar

ବିଶ୍ୱ ଡିଜିଟାଲ କାରବାରର ବିଶ୍ୱସନୀୟ ମଡେଲ ପ୍ରଦାନ କରୁଛି ଭାରତ – ମୋଦୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ତୃତୀୟ କାର୍ଯ୍ୟକାଳରେ ଭାରତକୁ ବିଶ୍ୱର ତୃତୀୟ ସର୍ବବୃହତ ଅର୍ଥ ବ୍ୟବସ୍ଥାରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଛି। ଆଜି ମସ୍କୋରେ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି, ଆଜିର ଭାରତ ଯେଉଁ ଲକ୍ଷ୍ୟ ନିର୍ଦ୍ଧାରଣ କରୁଛି ତାହାକୁ ହାସଲ କରୁଛି। ସେ କହିଛନ୍ତି ତୃତୀୟ ଥର ପାଇଁ ତାଙ୍କ ସରକାର ଗଠନ ହେବା ପରେ ପ୍ରବାସୀ ଭାରତୀୟଙ୍କ ସହ ଏହା ତାଙ୍କର ପ୍ରଥମ ଆଲୋଚନା।

ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ବିଶ୍ଵକୁ ଭାରତ ଡିଜିଟାଲ କାରବାରର ସବୁଠାରୁ ବିଶ୍ୱସନୀୟ ମଡେଲ ପ୍ରଦାନ କରୁଛି ଏବଂ ସାମାଜିକ କ୍ଷେତ୍ରର ଉତ୍କୃଷ୍ଟ ନୀତି ଜରିଆରେ ନିଜର ନାଗରିକମାନଙ୍କୁ ସଶକ୍ତ କରୁଛି । ପ୍ରଧାନମନ୍ତ୍ରୀ କହିଛନ୍ତି ବିଗତ ୧୦ ବର୍ଷ ମଧ୍ୟରେ ଭାରତ ଯେଉଁ ବିକାଶର ଗତି ହାସଲ କରିଛି ତାହାକୁ ଦେଖୁ ସମଗ୍ର ବିଶ୍ୱ ଆଶ୍ଚର୍ଯ୍ୟ ଚକିତ ହୋଇଯାଇଛି।

- Advertisement -

ଭାରତର ଏହି ପରିବର୍ତ୍ତନ ଯୁବପିଢ଼ିଙ୍କ ଆତ୍ମବିଶ୍ଵାସ ବୃଦ୍ଧି କରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।

ବିଦ୍ୟାରୂପୀ ସଞ୍ଜିବନୀ ପାଇବା ପରେ ବ୍ୟକ୍ତିର ଜୀବନ ଧନ୍ୟ ହୁଏ – ରାଷ୍ଟ୍ରପତି

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories