www.samajalive.in
Wednesday, December 10, 2025
23.1 C
Bhubaneswar

ଖସିପଡିଲେ ପ୍ରଭୁ ବଳଭଦ୍ର, ୩ ସେବାୟତ ଆହତ

ପୁରୀ : ସେବାୟତଙ୍କ ହାତରୁ ପ୍ରଭୁ ବଳଭଦ୍ର ଖସିପଡି ୩ ସେବାୟତ ଆହତ ହୋଇଛନ୍ତି । ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ ସମୟରେ ପହଣ୍ଡିବେଳେ ସେବାୟତଙ୍କ ହାତରୁ ଖସି ପଡିଲେ ପ୍ରଭୁ ବଳଭଦ୍ର । ଏହି ଅଘଟଣରେ ୩ ସେବାୟତ ଆହତ ହୋଇଛନ୍ତି । ପ୍ରଭୁ ବଳଭଦ୍ର ଆଗକୁ ଝୁଙ୍କି ପଡିବାରୁ ସେବାୟତ ଆହତ ହୋଇଥିବା ଜଣାପଡିଛି । ଆହତଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନିଆଯାଇଛି ।

ଜୁଲାଇ ୧୫ରୁ ସୂର୍ଯ୍ୟ ବଦଳାଇବେ ଏହି ରାଶିଙ୍କ ଭାଗ୍ୟ; ମିଳିବ ଧନ ହିଁ ଧନ..

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories