www.samajalive.in
Wednesday, December 10, 2025
26.1 C
Bhubaneswar

ପହଣ୍ଡିବେଳେ ଅଘଟଣକୁ ନେଇ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପହଣ୍ଡିବେଳେ ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପହଣ୍ଡି ସମୟରେ ବଡ ଠାକୁର ବଳଭଦ୍ର ଆଗକୁ ଝୁଙ୍କିପଡିବା ଘଟଣାରେ ଆହତ ହୋଇଥିବା ସେବାୟତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ତୁରନ୍ତ ଆଇନମନ୍ତ୍ରୀ ପୃଥିରାଜ ହରିଚନ୍ଦନଙ୍କୁ ପୁରୀ ଯାଇ ଉପଯୁକ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।  ସୂଚନାଯୋଗ୍ୟ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ ସମୟରେ ପହଣ୍ଡିବେଳେ ସେବାୟତଙ୍କ ହାତରୁ ପ୍ରଭୁ ବଳଭଦ୍ର ଖସିପଡି ୭ ଜଣ ସେବାୟତ ଆହତ ହୋଇଛନ୍ତି । ଡାକ୍ତରଖାନାରେ ଆହତ ସେବାୟତଙ୍କ ଚିକିତ୍ସା ଚାଲିଛି । ଅନ୍ୟପଟେ ଅଘଟଣ ପରେ ପୁଣି ପହଣ୍ଡି ଆରମ୍ଭ ହୋଇଥିବା ସୂଚନା ମିଳିଛି ।

ଖସିପଡିଲେ ପ୍ରଭୁ ବଳଭଦ୍ର, ୩ ସେବାୟତ ଆହତ

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories