www.samajalive.in
Tuesday, December 9, 2025
16.1 C
Bhubaneswar

ସ୍କର୍ପିଓକୁ ଧକ୍କା ଦେଲା ହାଇଓ୍ବା: ଗୋଟିଏ ପରିବାରର ୩ ମୃତ

କୋଇଡା: ସ୍କର୍ପିଓକୁ ଧକ୍କା ଦେଲା ହାଇଓ୍ବା। ଦୁର୍ଘଟଣାରେ ତିନି ମୃତ, ଦୁଇ ଗୁରୁତର। କୋଇଡା ଥାନା ରେଙ୍ଗାଲବେଢା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ମୃତାହତ ଗୋଟିଏ ପରିବାରର ହୋଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ଏବଂ ଜଣେ ଯୁବତୀ ରହିଥିବା ସୂଚନା ମିଳିଛି। କେନ୍ଦୁଝରରୁ ଭୋଜି ଖାଇ କୋଇଡା ଫେରିବାବେଳେ ଏଭଳି ଅଘଟଣ ଘଟିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories