www.samajalive.in
Saturday, December 6, 2025
16.1 C
Bhubaneswar

ଜାତୀୟ ମତ୍ସ୍ୟ ଦିବସ ପାଳିତ

ବୌଦ୍ଧ: ବୌଦ୍ଧ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ମତ୍ସ୍ୟ ବିଭାଗ ପକ୍ଷରୁ ଜାତୀୟ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ମତ୍ସ୍ୟ ଅଧିକାରୀ ଲିପ୍‌ସା ପଟ୍ଟନାୟକଙ୍କ ଅଧକ୍ଷତାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ରାମାରାଓ ପାଲ ଯୋଗଦେଇ ମାଛ ଚାଷ ଓ ସରକାରୀ ଯୋଜନାରେ ଚାଷୀମାନେ କିପରି ଲାଭବାନ ହୋଇ ଉପକୃତ ହୋଇପାରିବେ ସେ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଏଥିରେ ଜିଲ୍ଲାର ତିନୋଟି ବ୍ଲକର ଚାଷୀ ଉପସ୍ଥିତ ଥିଲେ।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories