www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ଏହି ରାଶିର ଲୋକଙ୍କର କୌଣସି ବଡ ଲକ୍ଷ୍ୟ ପୂରଣ ହେବ: ଗୁରୁବାର ରାଶିଫଳ

ମେଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟାଦି ବିଭିନ୍ନ ସ୍ତରରୁ ପର୍ଯ୍ୟାପ୍ତ ଅର୍ଥ ପ୍ରାପ୍ତି ହୋଇପାରେ। ଧାର୍ମିକ, ତେଜସ୍ବୀ, ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ବୃଷ: ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଉଦାର ଚେତା ହୋଇପାରନ୍ତି। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି। ବୁଦ୍ଧିମାନ୍‌ ହେବେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
ମିଥୁନ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ସରଳ ଓ ବ୍ୟବହାର ବନ୍ଧୁତ୍ବପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
କର୍କଟ: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି। ବ୍ୟବସାୟରୁ ଅଧିକ ଲାଭବାନ୍‌ ହେବେ।
ସିଂହ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ଧନସମ୍ପଦ ଭରପୂର ରହିବ। ସାମାଜିକ ଗୌରବ ଲାଭ କରି ଲୋକପ୍ରିୟ ହେବେ।
କନ୍ୟା:କର୍ମଚଞ୍ଚଳ ରହିବେ। ଏକାନ୍ତପ୍ରିୟ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ସୁସ୍ଥ ଓ ନିରାମୟ ରହିବେ।
ତୁଳା: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ତନ୍ତ୍ର, ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।
ବିଛା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ।
ଧନୁ: ଭାଗ୍ୟଶାଳୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପ୍ରବଳ ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖବୋଧ ହେବ।
ମକର: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।
କୁମ୍ଭ: ସମାଜସେବା ପାଇଁ ଜୀବନ ଉତ୍ସର୍ଗୀକୃତ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସେବା ପରାୟଣ ମନୋଭାବର ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ବ୍ୟବସାୟ ଲାଭଜନକ ହେବ।
ମୀନ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଜନସେବା ଉପରେ ଗୁରୁତ୍ବ ଦେବେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories