www.samajalive.in
Sunday, December 14, 2025
26.1 C
Bhubaneswar

ମାଥିଲିରେ ଝାଡ଼ାବାନ୍ତି: ୭ ଆକ୍ରାନ୍ତ, ୪ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ କୋପ୍ରା ଗ୍ରାମରେ ଝାଡ଼ାବାନ୍ତି ଦେଖାଦେଇଛି। ଏଥିରେ ଗାଁର ୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆକ୍ରାନ୍ତଙ୍କୁ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଝାଡ଼ାବାନ୍ତିର ପ୍ରକୃତ କାରଣ ଜଣାପଡ଼ି ନାହିଁ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories