www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ରେମିକର ମୃତ୍ୟୁ ଖବର ଶୁଣି ମହାନଦୀକୁ ଡେଇଁଲେ ପ୍ରେମିକା

ସମାଜ ଡିଜିଟାଲ ଡେସ୍କ: ପ୍ରେମିକର ମୃତ୍ୟୁ ଖବର ଶୁଣି ମହାନଦୀଙ୍କୁ ଡେଇଁଛନ୍ତି ପ୍ରେମିକା। ଜଗତସିଂହପୁର ଜିଲା ତିର୍ତ୍ତୋଲ ଅନ୍ତର୍ଗତ ତାରତୋଲ ନିକଟରେ ଘଟିଛି ଏହି ଘଟଣା। ପ୍ରେମିକା ଜଣକ ହତୋତ୍ସାହିତ ହୋଇ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି।

ମିଳିଥିବା ସୂଚନା ଅନୁସାରେ, ଉଭୟ ପ୍ରେମିକ ଏବଂ ପ୍ରେମିକା ଦୁଇ ଜଣ ହେଉଛନ୍ତି କଲେଜ ଛାତ୍ରଛାତ୍ରୀ। କୌଣସି କାରଣରୁ ଜଗତସିଂହପୁର ଅଞ୍ଚଳର ପ୍ରେମିକ ଜଣକ ଆତ୍ମହତ୍ୟା କରିଥିଲେ। ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ମିଳିଥିଲା। ଏହି ଖବର ପାଇବା ପରେ ପ୍ରେମିକା ଜଣକ ଗୁରୁବାର ପୂର୍ବାହ୍ନ​‌ରେ ତାରତୋଲ ନିକଟ ମହାନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଳୋକଙ୍କଠାରୁ ସୂଚନା ପାଇ ପୁଲିସ ଏବଂ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଦମକଳ ବାହିନୀ ପକ୍ଷରୁ ମହାନଦୀରେ ଛାତ୍ରୀ ଜଣଙ୍କୁ ଖୋଜାଖୋଜି କରାଯାଉଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories