www.samajalive.in
Saturday, December 13, 2025
21.1 C
Bhubaneswar

ନକଲି ଜର୍ଦ୍ଦା କାରଖାନା ଠାବ

ଭଦ୍ରକ : ପୁଣି ଠାବ ହେଲା ନକଲି ଜର୍ଦ୍ଦା କାରଖାନା । ନକଲି ଜର୍ଦ୍ଦା କାରଖାନାରୁ ପ୍ରାୟ ୬୫ ଲକ୍ଷର ନକଲି ଜର୍ଦ୍ଦା ଜବତ କରାଯାଇଛି । ପୁରୁଣାବଜାର ଥାନା ହେଲାସାହିରୁ ଗୁରୁବାର ପୁଲିସ ଏହି ନକଲି ଜର୍ଦ୍ଦା ଜବତ କରିଛି । ଚଢାଉ ସମୟରେ ନାମୀଦାମୀ କମ୍ପାନୀର ଲୋଗୋ, ଷ୍ଟିକର୍ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି । ଚଢାଉ ଜାରି ରହିଛି ।

ନିଟ୍ ମାମଲା; ଜୁଲାଇ ୧୮ରେ ପରବର୍ତ୍ତୀ ଶୁଣାଣି..

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories