www.samajalive.in
Sunday, December 7, 2025
26.1 C
Bhubaneswar

ଗଜପତି ଅତିରିକ୍ତ ଜିଲାପାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ଗଜପତି ଜିଲ୍ଲାର ଅତିରିକ୍ତ ଜିଲାପାଳ ବିରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ନିଷ୍ଠାପର, ଦାୟିତ୍ଵ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ ପାଇଁ ସର୍ବଦା କର୍ମରତ ଥିଲେ। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁମହଲରେ ପ୍ରଶଂସିତ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଦାସଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories