ନୂଆଦିଲ୍ଲୀ: ଅଗ୍ନିବୀର ପାଇଁ ବଡ଼ ଘୋଷଣା କଲେ କେନ୍ଦ୍ର ସରକାର। ବିଏସଏଫ, ସିଆଇଏସଏଫ ଏବଂ ଆରପିଏଫରେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି। ଏହାସହିତ କନଷ୍ଟେବଳ ପାଇଁ ମଧ୍ୟ କୋହଳ ସୁବିଧା ମିଳିବ। ଏହାସହିତ ବୟସ ଓ ଶାରୀରିକ ପରୀକ୍ଷାରେ ମଧ୍ୟ କୋହଳ ସୁବିଧା ମିଳିବ। ପୂର୍ବତନ ଅଗ୍ନିବୀରଙ୍କ ପାଇଁ ୧୦% କନଷ୍ଟେବଳ ପଦବୀ ସଂରକ୍ଷିତ ରହିବ ବୋଲି ସୂଚନା ମିଳିଛି।
Popular Categories



