www.samajalive.in
Saturday, December 6, 2025
23.1 C
Bhubaneswar

ସଡକ ଦୁର୍ଘଟଣାରେ ଯୁବକ ମୃତ

ଦଶପଲ୍ଲା : ଭୋଜି ଖାଇ ଫେରିବାବେଳେ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମୃତ । ମଧ୍ୟଖଣ୍ଡ ଗାଁରୁ ଭୋଜିଖାଇ ୨ଜଣ ଯୁବକ ବାଇକରେ ଖମାରସାହି ଫେରିବା ସମୟରେ  ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିଛି ପୁଲିସ ।

୭୨ ବର୍ଷ ପରେ ଶ୍ରାବଣରେ ଦୁର୍ଲ୍ଲଭ ଯୋଗ; ଏହି ରାଶିଙ୍କ ଚମକିବ ଭାଗ୍ୟ, ମିଳିବ ଧନ ହିଁ ଧନ,ଚାକିରି..

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories