www.samajalive.in
Friday, December 5, 2025
26.1 C
Bhubaneswar

ସାଙ୍ଗ ଘରୁ ସାଙ୍ଗର ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର: ଟାଉନ ଥାନା ନିକଟସ୍ଥ ପଟାଭାଟି ଗାଁରେ ଅଭାବନୀୟ ଘଟଣା । ସାଙ୍ଗ ଘରୁ ସାଙ୍ଗର ମୃତଦେହ ଉଦ୍ଧାର ହୋଇଛି । ମୃତକ ସୁବର୍ଣ୍ଣପୁର ମହାବିଦ୍ୟାଳୟର ଯୁକ୍ତ ତିନି ତୃତୀୟ ବର୍ଷର ଛାତ୍ର ବୋଲି ସୂଚନା ମିଳିଛି । ମୃତ ଛାତ୍ରଙ୍କ ଘର ବିନିକା ଅଞ୍ଚଳରେ । ତେବେ କେଉଁ ପରିସ୍ଥିତିରେ ସାଙ୍ଗ ଘରକୁ ଯାଇ ଏଭଳି ଚରମ ନିଷ୍ପତି ନେଲା ଅନ୍ୟ ଜଣେ ସାଙ୍ଗ ତାହାର ଖୋଳତାଡ କରୁଛି ପୁଲିସ ।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories