www.samajalive.in
Saturday, December 6, 2025
16.1 C
Bhubaneswar

ବାହୁଡା ପ୍ରସ୍ତୁତି ଆରମ୍ଭ; ଆଜି ୩ରଥ ହେବ ଦକ୍ଷିଣ ମୋଡ

ସମାଜ ଡିଜିଟାଲ ଡେସ୍କ: ହେରାପଞ୍ଚମୀ ନୀତି ପରେ ଆରମ୍ଭ ହୋଇଛି ବାହୁଡା ଯାତ୍ରା ପ୍ରସ୍ତୁତି। ଆଜି ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ୩ରଥ ଦକ୍ଷିଣ ମୋଡ ହେବ। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଥିବା ୩ ରଥକୁ ନାକଚଣା ଦ୍ୱାର ନିକଟକୁ ନିଆଯିବ। ପରମ୍ପରା ଅନୁଯାୟୀ ମହାପ୍ରଭୁ ସିଂହଦ୍ୱାର ଦେଇ ଆଡପ ମଣ୍ଡପ ବିଜେ କରିଥିବା ବେଳେ ନାକଚଣା ଦ୍ୱାର ଦେଇ ବାହୁଡିବେ। ଆଜ୍ଞାମାଳ ବିଜେ ପରେ ପ୍ରଥମେ ଦେବଦଳନ ରଥ, ପରେ ନନ୍ଦିଘୋଷ ଏବଂ ଶେଷରେ ତାଳଦ୍ୱଜ ରଥକୁ ଟଣାଯିବାର ପରମ୍ପରା ରହିଛି । ପୁଲିସ ଓ ସେବାୟତଙ୍କ ସହାୟତାରେ ରଥ ତିନୋଟିକୁ ଦକ୍ଷିଣ ମୋହ କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories