www.samajalive.in
Sunday, December 7, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପ୍ରତିବର୍ଷ ଜୁନ୍‌ ୨୫କୁ ସମ୍ବିଧାନ ହତ୍ୟା ଦିବସ ଭାବେ ପାଳନ କରାଯିବ.. କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି..

ରାଜ୍ୟରେ ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୩ ମେଡିକାଲ କଲେଜ.. ଯାଜପୁର, କନ୍ଧମାଳ ଓ ତାଳଚେର ମେଡିକାଲ କଲେଜ.. ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା..

- Advertisement -

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ.. ମିଲର୍ସଙ୍କଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଗିରଫ କଲା ଭିଜିଲାନ୍ସ..

ଭୁବନେଶ୍ଵର: ବାର୍ ମାଲିକମାନଙ୍କୁ ଚେତାବନୀ ଦେଲା ଅବକାରୀ ବିଭାଗ.. ନିୟମ ଉଲ୍ଲଂଘନ କଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ..

ଲୋକଙ୍କ ସରକାର ପ୍ରସ୍ତୁତ କରିବ ‘ଲୋକଙ୍କ ବଜେଟ୍’.. ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ.. ନାଗରିକ ସମାଜ, ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍ ବଜେଟ୍ ଆଲୋଚନା..

ଫୁଟବଲ୍‍ ଆସୋସିଏସନ ଅଫ୍‍ ଓଡ଼ିଶାର ସଭାପତି ହେଲେ ସମୀର ଦେ.. ୨୧ ତାରିଖରେ ଔପଚାରିକ ଭାବେ ହେବ ଘୋଷଣା..

ଦାୟିତ୍ୱ ଗ୍ରହଣ କରିବା ପରେ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ.. ବିଶୃଙ୍ଖଳିତ ଆଚରଣ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ କହିଲେ.. ଆଡ଼ପ ପହଣ୍ଡି ବେଳେ ଘଟିଥିବା ଅଘଟଣ କିଭଳି ପୁର୍ନବାର ନହେବ ସେଥିପ୍ରତି ଧ୍ୟାନ ଦେବେ.. ଘଟଣାକୁ ନେଇ ଅନୁଧ୍ୟାନ ହେଉଛି.. ଅଣସେବାୟତ ରଥରେ ଚଢିବେ ନାହିଁ.. ରଥ ଉପରେ ମୋବାଇଲ ବ୍ୟବହାର କରିପାରିବେନି ସେବାୟତ..

ପାରିବାରିକ କଳହକୁ ନେଇ ବୋମାମାଡ.. ସାନପୁଅ ମୃତ, ବାପା ଅଟକ..  ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା..

ଡେଙ୍ଗୁ, ମ୍ୟାଲେରିଆ ପ୍ରତି ସତର୍କ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ.. ଚଳଚ୍ଚିତ୍ର କଳାକାରଙ୍କ ଜରିଆରେ ଡେଙ୍ଗୁ ସହ ଅନ୍ୟ ରୋଗର ପ୍ରତିକାର ପାଇଁ ସଚେତନତା ସୃଷ୍ଟି କରିବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଶିଳ୍ପ, କୃଷି, ପାନୀୟ ଜଳ ବିଭାଗକୁ ନିର୍ଦ୍ଦେଶ ..

ସୁବର୍ଣ୍ଣପୁର: ଟାଉନ ଥାନା ପଟାଭାଟି ଗାଁରେ ସାଙ୍ଗ ଘରୁ ସାଙ୍ଗର ମୃତଦେହ ଉଦ୍ଧାର.. ମୃତକ ସୁବର୍ଣ୍ଣପୁର ମହାବିଦ୍ୟାଳୟର ଯୁକ୍ତ ତିନି ତୃତୀୟ ବର୍ଷର ଛାତ୍ର.. ମୃତ ଛାତ୍ରଙ୍କ ଘର ବିନିକା ଅଞ୍ଚଳରେ..

ଭୁବନେଶ୍ଵର ଜୟଦେବ ବିହାରସ୍ଥିତ ଜାତୀୟ ରାଜପଥ କର୍ତ୍ତୃପକ୍ଷ କାର୍ଯ୍ୟାଳୟ ଘେରାଉ କଲା ଛାତ୍ର କଂଗ୍ରେସ.. ଆଇଗିଣିଆ ଫ୍ଲାଏଓଭର ରାସ୍ତା ଦବିବା ଘଟଣା ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories