www.samajalive.in
Saturday, December 13, 2025
26.1 C
Bhubaneswar

ଜୁନ୍ ୨୫କୁ ସମ୍ବିଧାନ ହତ୍ୟା ଦିବସ ଭାବେ ପାଳନ କରିବ ଭାରତ

ନୂଆଦିଲ୍ଲୀ: ଜୁନ୍ ୨୫କୁ ସମ୍ବିଧାନ ହତ୍ୟା ଦିବସ ଭାବେ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ୧୯୭୫ ମସିହା ଜୁନ୍ ୨୫ରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ ହୋଇଥିଲା। ତେଣୁ ପ୍ରତ୍ୟେକ ବର୍ଷ ଜୁନ୍‌ ୨୫ ତାରିଖରେ ସମ୍ବିଧାନ ହତ୍ୟା ଦିବସ ପାଳନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଦିନ ସେ ସମସ୍ତଙ୍କ ଅତୁଳନୀୟ ଅବଦାନକୁ ସ୍ମରଣ କରାଇବ, ଯେଉଁମାନେ ୧୯୭୫ର ଜରୁରୀକାଳୀନ ପରିସ୍ଥିତିର ଅମାନବୀୟ ଯନ୍ତ୍ରଣାକୁ ସହିଥିଲେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଏନେଇ ଟ୍ବିଟ୍ ମଧ୍ୟ କରିଛନ୍ତି।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories