www.samajalive.in
Thursday, December 11, 2025
26.1 C
Bhubaneswar

ପୁରୀ ପୌରାସଂସ୍ଥା ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପୁଲିସ ଅଧିକାରୀ ମାଡ଼ ମାରିଥିବା ଅଭିଯୋଗ

ପୁରୀ: ପୁରୀ ପୌରାସଂସ୍ଥା ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ବରଞ୍ଜନ ପ୍ରଧାନଙ୍କୁ ଶରଧାବାଲିରେ ପୁଲିସ ଅଧିକାରୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରି ଶତାଧିକ ପୌର କର୍ମଚାରୀଙ୍କ ରାସ୍ତା ଅବରୋଧ କରିଛନ୍ତି। ଖବର ପାଇ ପୁରୀ ଜିଲାପାଳ ଏବଂ ଏସପି ଶରଧାବାଲିରେ ପହଞ୍ଚି ପୌର କର୍ମଚାରୀମାନଙ୍କ ସହିତ  ଆଲୋଚନା କରିଛନ୍ତି। ତେବେ ପୁରୀ ପୌର ସଂସ୍ଥା ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ବରଞ୍ଜନ ପ୍ରଧାନଙ୍କୁ କ’ଣ ପାଇଁ ପୁଲିସ ଅଧିକାରୀ ମାଡ଼ ମାରିଛନ୍ତି ତାହାର କାରଣ ଜଣାପଡ଼ି ନାହିଁ।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories