www.samajalive.in
Tuesday, December 9, 2025
23.1 C
Bhubaneswar

ଇଣ୍ଡୋନେସିଆରେ ଦୁର୍ଘଟଣା – ୬ ମୃତ, ୧୪ ଆହତ

ଡେସ୍କ: ଇଣ୍ଡୋନେସିଆର ସେଣ୍ଟ୍ରାଲ ଜାଭାରେ ଆଜି ସକାଳେ ଏକ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି। ସୁରବାୟାରୁ ଯୋଗକାର୍ତ୍ତା ଅଭିମୁଖେ ୨୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନିବସ୍ ଏକ ଟ୍ରକ୍ ସହ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି। ମିନିବସ୍ ଡ୍ରାଇଭରଙ୍କୁ ନିଦ ଲାଗିବା ଯୋଗୁଁ ଏହି ଦୁର୍ଘଟଣା ଘଟିଥାଇପାରେ ବୋଲି କୁହାଯାଉଛି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କଟକ ନର୍ସିଂହୋମ ଅଗ୍ନିକାଣ୍ଡ, ୧୨ ନବଜାତକ ସମେତ ୮ ଗୁରୁତର ଉଦ୍ଧାର

Hot this week

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

Related Articles

Popular Categories