www.samajalive.in
Friday, December 12, 2025
16.1 C
Bhubaneswar

ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ ଅନ୍ତର୍ଗତ ସ୍ବାମୀ ବିବେକାନନ୍ଦ ସ୍ମାରକ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ଓ ଶ୍ରୀ ସତ୍ୟ ସାଇ ସେବା ସମିତି ଅତାବିରାଙ୍କ ମିଳିତ ସହଯୋଗରେ “ମା’ ପାଇଁ ଗଛଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଯାଦବ ପ୍ରଧାନ ଙ୍କ ସଭାପତିତ୍ବରେ ଏକ ସାଧାରଣ ସଭା କରାଯାଇଥିଲା। ସତ୍ୟସାଇ ସେବା ସମିତିର ସମ୍ମାନିତ ଅତିଥି ସୁଜାତା ପଣ୍ଡା, ନରୋତ୍ତମ ମହାନ୍ତି, ସୈାରଭ ବାଗ, ସୁଶାନ୍ତ ପ୍ରଧାନ ବୃକ୍ଷର ମହତ୍ଵ ବିଷୟରେ ଆଲୋକପାତ କରିଥିଲେ। ପରେ ବୃକ୍ଷ ରୋପଣ କରାଯାଇଥିଲା ଏବଂ ଛାତ୍ରଛାତ୍ରୀ ମାନେ ଏକ ସଚେତନତା ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories