www.samajalive.in
Friday, December 5, 2025
26.1 C
Bhubaneswar

ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା; ଆଖି ବୁଜିଲା ୧୧ ଦିନର ଶିଶୁ

ଭୁବନେଶ୍ଵର: କଟକର ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଆଖି ବୁଜିଲା ୧୧ ଦିନର ଶିଶୁ। ଶିଶୁ ଭବନରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ଶିଶୁଟିର ମୃତ୍ୟୁ ଘଟିଛି। ମୃତ ଶିଶୁଟି ଭଦ୍ରକ ଚାନ୍ଦବାଲି ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହାପରେ ଶିଶୁଟିକୁ ଶିଶୁ ଭବନକୁ ସ୍ଥାନାନ୍ତର କରାଯାଇଥିଲା।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories