www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ତାଲା ଭଙ୍ଗାଯାଇ ଭିତର ରତ୍ନ ଭଣ୍ଡାର ଖୋଲାଯାଇଛି.. ଚାବିରେ ତାଲା ନ ଖୋଲିବାରୁ ତାଲା ଭଙ୍ଗାଯାଇ ଭିତର ରତ୍ନ ଭଣ୍ଡାର ଖୋଲିଛି ୧୧ ଜଣିଆ ଟିମ୍..  ଭିତର ରତ୍ନ ଭଣ୍ଡାର ତାଲା ଭାଙ୍ଗିବା ପରେ ତାକୁ ସିଲ୍ କରିଦିଆଯାଇଛି.. ରତ୍ନ ଭଣ୍ଡାରର ବାହାର ତାଲା ଖୋଲିବା ପରେ ମିଳିଥିବା ସମସ୍ତ ଅଳଙ୍କାରକୁ ସ୍ଥାନାନ୍ତର କରାଯାଇଛି.. ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା..

କଟକର ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ ଘଟଣା.. ଶିଶୁଭବନରେ ଚିକିତ୍ସାଧୀନ ଅବସ୍ଥାରେ ୧୧ଦିନର ଶିଶୁର ମୃତ୍ୟୁ..

- Advertisement -

ଦିଗପହଣ୍ଡି: ବିଦ୍ୟୁତ ଆଘାତରେ ୧୦ ଗୁରୁତର.. ଫାଶିଗୁଡ଼ା ଗାଁରେ ଠାକୁରାଣୀ ଯାତ୍ରାରେ ରାମାୟନ ନାଟକ ପରିବେଷଣ ସମୟରେ ଘଟିଛି ଅଘଟଣ..

ରତ୍ନଭଣ୍ଡାରରେ ପ୍ରବେଶ ପୂର୍ବରୁ ଅସୁସ୍ଥ ହୋଇପଡ଼ିଲେ ପୁରୀ ଏସପି ପିନାକ ମିଶ୍ର.. ଡା. ସି.ବି.କେ. ମହାନ୍ତି ଏସପିଙ୍କୁ ଚିକିତ୍ସା କରିଥିବା ସୂଚନା.. ବାହାରକୁ ଆସି ଏସପି ପିନାକ ମିଶ୍ର, କହିଲେ ‘ମୁଁ ସୁସ୍ଥ ଅଛି..

୪୬ ବର୍ଷ ପରେ ଖୋଲିଲା ଶ୍ରୀମନ୍ଦିର ରତ୍ନ ଭଣ୍ଡାର.. ନିର୍ଦ୍ଧାରିତ ସମୟ ୧ଟ ୨୮ରେ ଆରମ୍ଭ ହେଲା ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା..

ବଙ୍ଗୋପସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା.. ୪ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ.. ୧୪ଏବଂ ୧୫ରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ..

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories