www.samajalive.in
Saturday, December 6, 2025
23.1 C
Bhubaneswar

ଟୁରି ନଦୀ ଅସ୍ଥାୟୀ ପୋଲ ଉପରେ ଦୁଇ ଫୁଟ ପାଣି

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡିସ୍ଥିତ ଟୁରି ନଦୀର ଅସ୍ଥାୟୀ ପୋଲ ଉପରେ ଦୁଇ ଫୁଟ୍ ଉଚ୍ଚରେ ପାଣି ପ୍ରବାହିତ ହେଉଛି । ଫଳରେ ଉମରକୋଟ-ନବରଙ୍ଗପୁର ମଧ୍ୟରେ ଯାତାୟତ ବିଚ୍ଛିନ୍ନ ହୋଇଛି । ରାସ୍ତାର ଉଭୟ ପାର୍ଶ୍ଵରେ ଅଟକି ରହିଛି ଶହ ଶହ ଗାଡି । ଘଟଣାସ୍ଥଳରେ ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ ପାପଡାହାଣ୍ଡି ବିଡ଼ିଓ ଏବଂ ତହସିଲଦାର ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।

ଏହି ସହରରେ ସମ୍ପୂର୍ଣ୍ଣ ଭାବେ ନିଷେଧ ଆମିଷ ଭୋଜନ..

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories