www.samajalive.in
Saturday, December 6, 2025
19.1 C
Bhubaneswar

ଜିଲାରେ ଖୋଲିବ ପରିବା ମଣ୍ଡି; ଅଧିକ ଆଳୁ, ପିଆଜ ଉତ୍ପାଦନ ଉପରେ ଦିଆଯିବ ଗୁରୁତ୍ୱ- ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଦରଦାମ୍‌ ନିୟନ୍ତ୍ରଣ ପାଇଁ କରାଯିବ ପ୍ରୟାସ । ଜିଲାରେ ଖୋଲିବ ପରିବା ମଣ୍ଡି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇ ଏପରି କହିଛନ୍ତି । କଟକ, ଭୁବନେଶ୍ୱର ସମେତ ସବୁ ଜିଲାରେ ଶୀଘ୍ର ଖୋଲିବ ପରିବା ମଣ୍ଡି । କୃଷକ ମଣ୍ଡିକୁ ଉତ୍ପାଦିତ ସାମଗ୍ରୀ ଆଣିବେ, ସେଇଠୁ ବିକ୍ରି ହେବ । ମଣ୍ଡି ହେଲେ ମିଡିଲ୍‌ ମ୍ୟାନଙ୍କ ପ୍ରାଦୁର୍ଭାବ କମିବ,ଦର ନିୟନ୍ତ୍ରଣରେ ରହିବ । ଏନେଇ ଶୀଘ୍ର କୃଷି, ସମବାୟ ଓ ଖାଉଟି ବିଭାଗର ସମନ୍ୱୟ ବୈଠକ ବସିବ । ୧୩୭ରୁ ୨୦୦ ଲକ୍ଷ ଟନ୍‌ ଉତ୍ପାଦନ ନେଇ ପ୍ରସ୍ତୁତ ହେବ ବ୍ଲୁ ପ୍ରିଣ୍ଟ । ଅଧିକ ଆଳୁ, ପିଆଜ ଉତ୍ପାଦନ ଉପରେ ଗୁରୁତ୍ୱ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ଏସବୁ ଜିଲାରେ ବର୍ଷିବ…

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories