www.samajalive.in
Monday, December 8, 2025
20.1 C
Bhubaneswar

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଫୁଲବାଣୀରେ ବିଶ୍ୱ ଯୁବ ଦକ୍ଷତା ଦିବସ ପାଳନ

ଫୁଲବାଣୀ:ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଫୁଲବାଣୀ ପକ୍ଷରୁ ବିଶ୍ୱ ଯୁବ ଦକ୍ଷତା ଦିବସ ପାଳିତ ହୋଇଯାଇଅଛି । ଏହି କାର‌୍ୟ୍ୟକ୍ରମରେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲ, ଜିଲା ମଙ୍ଗଳ ଅଧିକାରୀ (ଊଝଡଙ )ଶ୍ରୀମତୀ କୃଷ୍ଣା ପଣ୍ଡା , ଆକ୍ସନ ଏଡ଼ ସନ୍ଧ୍ୟାରାଣୀ, ସୁବ୍ରତ ଦାସ, ଆଇଏମ୍ସି ଅଧ୍ୟକ୍ଷ ନୀଳମାଧବ ମିଶ୍ର, ପ୍ରକାଶ ଚନ୍ଦ୍ର ସେଠୀ  ପ୍ରମୁଖ ଅତିଥିଭାବେ ଯୋଗଦେଇତିଲେ ।

ଅନୁଷ୍ଠାନର ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ଅଭିନବ ଦକ୍ଷତା ଓ ଜ୍ଞାନର ପରିଚୟ ଦେଇ ପ୍ରକଳ୍ପ ଉପସ୍ଥାପନ କରି ଦିବସର ଶୁଭାରମ୍ଭ କରିଥିଲେ। ଜିଲ୍ଲାପାଳଙ୍କ ଦ୍ୱାରା ସ୍କିଲ୍ ଫାଉଣ୍ଟେନର ଉଦଘାଟନ କରାଇବା ସହିତ ଦକ୍ଷତା ବିକାଶ ଦିଗରେ ଅନୁଷ୍ଠାନର ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ କରିଥିଲେ ।

- Advertisement -

ବିଭିନ୍ନ ପ୍ରତିଯୋଗିତାରେ ଉତ୍କର୍ଷତା ହାସଲ କରିଥିବା ଛାତ୍ରମାନେ ସେମାନଙ୍କର ପୁରସ୍କୃତ ହୋଇଥିଲେ ଜ୍ଝ ଅନୁଷ୍ଠାନ ର ବରିଷ୍ଠ ଅଧ୍ୟାପକ ନୃସିଂହା ନନ୍ଦ ମହାପାତ୍ର ଧନ୍ୟବାଦ ଅର୍ପଣ କଲେ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଫୁଲବାଣୀର ଅଧ୍ୟକ୍ଷ ଏବଂ କର୍ମଚାରୀ ଓ ଛାତ୍ର ଛାତ୍ରୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories