www.samajalive.in
Monday, December 8, 2025
13.1 C
Bhubaneswar

ସ୍କୁଟି ଉପରେ ଚଢିଗଲା ଟ୍ରକ୍ : ଦୁଇ ସାଙ୍ଗ ମୃତ

ବାରିପଦା: ସ୍କୁଟି ଉପରେ ଚଢିଗଲା ଟ୍ରକ୍। ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ଜୀବନ ଚାଲିଯାଇଛି। ସୋମବାର ବିଳମ୍ବିତ ରାତିରେ ବାରିପଦା ଏନଏଚ୍ ୧୮ ପାଲବଣି ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ମାନେ ସିରିସିବଣି ଗାଁର ବୋଲି ଜଣାପଡିଛି। ଟ୍ରକ୍‌କୁ ଜବତ କରି ପୁଲିସ୍ ଅଧିକ ଖୋଳତାଡ ଜାରି ରଖିଛି।

Hot this week

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories