www.samajalive.in
Monday, December 15, 2025
14.1 C
Bhubaneswar

ମନୋଜ ଆହୁଜା ଓଏସ୍‌ପିସିବି ଅଧ୍ୟକ୍ଷ

ଭୁବନେଶ୍ବର : ମୁଖ୍ୟ ସଚିବ ମନୋଜ ଆହୁଜାଙ୍କୁ ନୂତନ ଦାୟିତ୍ବ ମିଳିଛି। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍‌ପିସିବି)ର ଅଧ୍ୟକ୍ଷ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ଶ୍ରୀ ଆହୁଜା ମୁଖ୍ୟ ସଚିବ ସହ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଦାୟିତ୍ବ ସହ ଅତିରିକ୍ତ ଭାବେ ଏହି ଦାୟିତ୍ବ ତୁଲାଇବେ। ଏନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories