www.samajalive.in
Sunday, December 7, 2025
13.1 C
Bhubaneswar

ଜୁଲାଇରେ ଏହି ୫ ରାଶିଙ୍କ ଭାଗ୍ୟ ବଦଳାଇବେ ସୂର୍ଯ୍ୟ: ଧନ ଠାରୁ ଆରମ୍ଭ କରି ଚାକିରି ସବୁଥିରେ ମିଳିବ ସଫଳତା..

ଜୁଲାଇ ୧୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ କରି କର୍କଟ ରାଶିରେ ପ୍ରବେଶ କରିବେ । ପୂର୍ବାହ୍ନ ୧୧ଟା ୦୮ରେ ସୂର୍ଯ୍ୟ କର୍କଟ ରାଶିରେ ପ୍ରବେଶ କରିବେ । ଏହାପରେ ୧୫ ଅଗଷ୍ଟ ୨୦୨୪ ପର୍ଯ୍ୟନ୍ତ କର୍କଟ ରାଶିରେ ସୂର୍ଯ୍ୟ ରହିବେ । ଏହି ସମୟରେ ୫ ରାଶିଙ୍କ ଭାଗ୍ୟ ଚମକିବ..
ସୂର୍ଯ୍ୟ ଦେବତାଙ୍କୁ ସମସ୍ତ ଗ୍ରହଙ୍କ ରାଜା ବୋଲି କୁହାଯାଏ । ସୂର୍ଯ୍ୟ ଉଚ୍ଚ ପଦ, ମାନ-ସମ୍ମାନ, ଯଶ, ଆତ୍ମବିଶ୍ୱାସର ପ୍ରତୀକ ବୋଲି କୁହାଯାଏ । ସୂର୍ଯ୍ୟଙ୍କ ସ୍ଥିତି ଜାତକରେ ମଜଭୁତ ରହିଲେ, ବ୍ୟକ୍ତି ପ୍ରସିଦ୍ଧି ଲାଭ କରିବା ସହ ତେଜପୂର୍ଣ୍ଣ ହୋଇ ଥାଆନ୍ତି ।

ବୃଷ – ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ବୃଷ ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଶୁଭଫଳ ପ୍ରଦାନ କରିବ । ଅନେକ ସ୍ରୋତରୁ ଧନ ଆସିବ । ହଠାତ୍‌ ଧନ ପ୍ରାପ୍ତିର ମଧ୍ୟ ଯୋଗ ରହିଛି । କର୍ମକ୍ଷେତ୍ରରେ ଉଚ୍ଚ ପଦ ଓ ନୂଆ ଦାୟିତ୍ୱ ମିଳିବ ।

୭୨ ବର୍ଷ ପରେ ଶ୍ରାବଣରେ ଦୁର୍ଲ୍ଲଭ ଯୋଗ; ଏହି ରାଶିଙ୍କ ଚମକିବ ଭାଗ୍ୟ, ମିଳିବ ଧନ ହିଁ ଧନ,ଚାକିରି..

- Advertisement -

ମିଥୁନ – ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ଦ୍ୱାରା ଜୀବନ ସୁଖମୟ ହେବ । ବିଶେଷ କରି ସରକାରୀ ସ୍ତରରେ କାମ କରୁଥିବା ବ୍ୟକ୍ତି ବିଶେଷ ଜବରଦସ୍ତ ଲାଭ ପାଇବେ । ମାନ-ସମ୍ମାନ ବଢିବ । ବ୍ୟବସାୟୀଙ୍କ ପାଇଁ ଉତ୍ତମ ସମୟ ।

କନ୍ୟା – କନ୍ୟା ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ସକରାତ୍ମକ ପରିବର୍ତ୍ତନ ଆସିବ । ସୁଖସମୃଦ୍ଧି ବୃଦ୍ଧି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ସଫଳତା ମିଳିବା ସହ ନିବେଶ ପାଇଁ ଉତ୍ତମ ସମୟ ରହିଛି ।

ତୁଳା- ଆର୍ଥିକ କ୍ଷେତ୍ରରେ ଲାଭବାନ୍‌ ହେବେ । ଆୟରେ ବୃଦ୍ଧି ହେବ । ବ୍ୟବସାୟରେ ଲାଭ ହେବା ସହ ନୂଆ କାମ ଆରମ୍ଭ କରି ପାରନ୍ତି ।

ଦାନ୍ତ ଉପରେ ବି ପଡେ ଗ୍ରହଙ୍କ ପ୍ରଭାବ; ଜାଣନ୍ତୁ ରାଶି ଅନୁଯାୟୀ ବ୍ରଶର ରଙ୍ଗ..


ବିଛା – ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଶୁଭଫଳ ପ୍ରଦାନ କରିବ । ଧନର ବୃଦ୍ଧି ହେବ । ମାନ-ସମ୍ମାନ ବୃଦ୍ଧି ହେବ । ଧାର୍ମିକ କାର୍ଯ୍ୟରେ ସାମିଲ ହେବେ । ଚାକିରି-ବ୍ୟବସାୟରେ ଉନ୍ନତି ହେବ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories