www.samajalive.in
Sunday, December 14, 2025
15.1 C
Bhubaneswar

ସ୍କୁଲକୁ ପଶି ଆସିଲା ଭାଲୁ ; ଅଧାରୁ ପାଠପଢା ବନ୍ଦ

ନବରଙ୍ଗପୁର : ସ୍କୁଲରେ ଛାତ୍ରଛାତ୍ରୀ ପାଠ ପଢୁଥିବା ସମୟରେ ହଠାତ୍‌ ପଶି ଆସିଲା ଭାଲୁ । ଭାଲୁ ପଶି ଆସିବା ପରେ ସ୍କୁଲ ଅଧାରୁ ବନ୍ଦ କରାଯାଇଛି । ଏଭଳି ଘଟଣା ମଙ୍ଗଳବାର ନନ୍ଦାହାଣ୍ଡି ବ୍ଲକ ଦହଣା ସରକାରୀ ପ୍ରାଥମିକ ସ୍କୁଲରେ ଘଟିଛି । ସ୍କୁଲ୍‌ ପରିସରକୁ ହଠାତ୍‌ ଏକ ଭାଲୁ ପଶି ଆସିବା ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଥିଲା । ସ୍କୁଲ ଖୋଲିବାର କିଛି ସମୟ ପରେ ଭାଲୁଟି ପଶି ଆସିଥିବା ଜଣାପଡିଛି । ଭାଲୁକୁ ଦେଖି ଛାତ୍ରଛାତ୍ରୀ ଭୟଭୀତ ହେବା ସହ ସ୍କୁଲ ଅଧାରୁ ବନ୍ଦ କରାଯାଇଛି । ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିବା ସହ ଭାଲୁକୁ ଘଉଡାଇବାକୁ ଉଦ୍ୟମ ଜାରି ରଖିଛନ୍ତି।

ଦେଖନ୍ତୁ ଭିଡିଓ; ବ୍ୟାଗ୍‌ କିଣୁଥିଲେ ଯୁବତୀ, ପଶି ଆସିଲେ ୨ ଷଣ୍ଢ, ଆଉ ତା’ପରେ..

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories