www.samajalive.in
Tuesday, December 9, 2025
16.1 C
Bhubaneswar

ସୁନାବେଶ ପାଇଁ ଟ୍ରାଫିକ ଓ ଭିଡ ନିୟନ୍ତ୍ରଣ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯିବ- ପୁରୀ ଏସପି..

ପୁରୀ : ବୁଧବାର ଜୁଲାଇ ୧୭ରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କର ସୁନାବେଶ ହେବ । ସୁନାବେଶ ପାଇଁ ପୁରୀରେ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯିବ । ଏନେଇ ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀ ଯୋଗେ ପୁରୀ ଏସପି ପିନାକ ମିଶ୍ର ସୂଚନା ଦେଇଛନ୍ତି । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯାଇଛି । ପୁରୀ ଏସପି କହିଛନ୍ତି, ସୁନାବେଶରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଜମିବ । ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ ଓ ଭିଡ ନିୟନ୍ତ୍ରଣ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯିବ । ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶ୍ରୀମାର୍ଗ ଦେଇ ମଧ୍ୟ ଶ୍ରଦ୍ଧାଳୁ ଆସିପାରିବେ । କାକୁଡିଖାଇ, ଦୋଳମଣ୍ଡପ, ଦୋଳବେଦୀ ଛକ ପ୍ରେସର ପଏଣ୍ଟ । ସମସ୍ତ ପ୍ରେସର ପଏଣ୍ଟ ଉପରେ ନଜର ରହିବ ବୋଲି ପୁରୀ ଏସପି କହିଛନ୍ତି।

ହୃଦଘାତରୁ ରକ୍ଷା ପାଇବାର ଉପାୟ; ନିୟମିତ କେତେ ଶିଢି ଚଢିଲେ ହେବନି ହୃଦଘାତ!

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories