www.samajalive.in
Tuesday, December 9, 2025
17.1 C
Bhubaneswar

ଜଷ୍ଟିସ୍ ଏନ୍ କୋଟିଶ୍ୱର ସିଂହ ଓ ଆର୍ ମହାଦେବନ ସୁପ୍ରିମକୋର୍ଟର ବିଚାରପତି ନିଯୁକ୍ତ

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍ ଏନ୍ କୋଟିଶ୍ୱର ସିଂହ ଓ ଆର୍ ମହାଦେବନଙ୍କୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ଜଷ୍ଟିସ ଏନ କୋଟିଶ୍ୱର ସିଂହ ବର୍ତ୍ତମାନ ଜମ୍ମୁ-କଶ୍ମୀର ଏବଂ ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ବେଳେ ଜଷ୍ଟିସ ଆର ମହାଦେବନ ମାଡ୍ରାସ ହାଇକୋର୍ଟର ବିଚାରପତି ଅଛନ୍ତି। ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ସେମାନେ ନିଜ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ଏହି ନିଯୁକ୍ତି କାର୍ଯ୍ୟକାରୀ ହେବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories