www.samajalive.in
Monday, December 8, 2025
20.1 C
Bhubaneswar

ଭଙ୍ଗାଯିବନି ବଲ୍ଲେ ବଲ୍ଲେ ଢାବା

ଯାଜପୁର : ବହୁ ଚର୍ଚ୍ଚିତ ବଲ୍ଲେ ବଲ୍ଲେ ଢାବା ଭଙ୍ଗାଯିବନି । ବିବାଦୀୟ ବଲ୍ଲେ ବଲ୍ଲେ ଢାବା ଭଙ୍ଗାଯିବନି ବୋଲି ଧର୍ମଶାଳା ବିଡିଓ କହିଛନ୍ତି । ସରକାରୀ ଅର୍ଥରେ ନିର୍ମାଣ ହୋଇଥିବାରୁ ଏହାକୁ ଭାଙ୍ଗିବାର କୌଣସି ପ୍ରସ୍ତାବ ନାହିଁ ବୋଲି ବିଡିଓ କହିଛନ୍ତି । କହିରଖୁଛୁ ଏହି ଢାବାକୁ ନେଇ ଗତ କିଛି ଦିନ ହେବ ବିବାଦ ଦେଖାଦେଇଛି । ଏହାକୁ ଜଣେ ମହିଳା ବିଜେଡି ନେତ୍ରୀ ଲିଜରେ ନେଇଥିବାବେଳେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ପରିଚାଳନା କରୁଥିବା ଅଭିଯୋଗ ହୋଇଥିଲା । ପରେ ଢାବା ଖାଲି କରିବାକୁ ନୋଟିସ୍ ଜାରି କରାଯାଇଥିଲା ।

ଗୁରୁବାର ଦିନ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ପ୍ରବେଶ କଟକଣା

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories