www.samajalive.in
Monday, December 8, 2025
24.1 C
Bhubaneswar

ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଓ ପୁଷ୍ପାର୍ଘ୍ୟ ଅର୍ପଣ

ଭୁବନେଶ୍ବର: ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ଜୟନ୍ତୀ ଅବସରରେ ରାଜଭବନ ଛକସ୍ଥିତ ପ୍ରତିମୂର୍ତ୍ତିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଓ ପୁଷ୍ପାର୍ଘ୍ୟ ଅର୍ପଣ କରାଯାଇଛି । ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ବିଶିଷ୍ଟ ସାହିତ୍ୟିକ ଗୌରହରି ଦାସ, ଚକ୍ରଧର ବେହେରାଙ୍କ ପରିବାରବର୍ଗ, ଆତ୍ମୀୟ ସ୍ଵଜନ ଓ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଉପନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ବିଭାଗୀୟ ଅଧିକାରୀ ପ୍ରମୋଦିନୀ ଟେଟେ, ପ୍ରମୁଖ ଉପସ୍ଥିତ ରହି ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories