www.samajalive.in
Sunday, December 14, 2025
15.1 C
Bhubaneswar

ଜୁଲାଇ ୨୨ରୁ ବଜେଟ ଅଧିବେଶନ, ରବିବାର ବସିବ ସର୍ବଦଳୀୟ ବୈଠକ

ଡେସ୍କ: ସଂସଦର ବଜେଟ୍ ଅଧିବେଶନ ପୂର୍ବରୁ କେନ୍ଦ୍ର ସରକାର ରବିବାର ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ସଂସଦର ଉଭୟ ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ସରକାର ସମସ୍ତ ରାଜନୈତିକ ଦଳର ସହଯୋଗ ଲୋଡ଼ିବେ। ଚଳିତ ମାସ ୨୨ ତାରିଖରୁ ଆସନ୍ତା ମାସ ୧୨ ତାରିଖ ପର୍ଯ୍ୟନ୍ତ ବଜେଟ୍ ଅଧିବେଶନ ଅନୁଷ୍ଠିତ ହେବ। ଜୁଲାଇ୨୩ ତାରିଖରେ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରାଯିବ। ମୋଦି ସରକାରଙ୍କ ତୃତୀୟ ପାଳିରେ ଏହା ହେବ ପ୍ରଥମ ବଜେଟ୍। ଗତ ମାସରେ ସଂସଦର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଥିଲେ ଯେ ଏହି ବଜେଟ୍ ସରକାରଙ୍କ ସୁଦୂରପ୍ରସାରୀ ନୀତି ଏବଂ ଭବିଷ୍ୟତ ଦୃଷ୍ଟିକୋଣର ଏକ ପ୍ରଭାବଶାଳୀ ଦସ୍ତାବିଜ ହେବ।

୨୧ରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories