www.samajalive.in
Monday, December 8, 2025
24.1 C
Bhubaneswar

ପୋଲ ତଳୁ ଯୁବତୀଙ୍କ ମୃତଦେହ ଠାବ

ସମ୍ବଲପୁର : ଗୋଇରା ମଠ ପାଖ ମହାନଦୀ ପୋଲ ତଳେ ଯୁବତୀଙ୍କ ମୃତଦେହ ପଡି ରହିଥିବାର ଦେଖିବାକୁ ମିଳିଥିଲା। ଯୁବତୀଙ୍କ ମୁହଁ ଓ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ଯୁବତୀଙ୍କ ପରିଚୟ ମିଳିନାହିଁ। ଏହା ଏକ ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡି ନାହିଁ। ବୁର୍ଲା ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି ତଦନ୍ତ ଆରମ୍ଭ କରିଛି। ପୁଲିସ ଯୁବତୀଙ୍କର ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories