www.samajalive.in
Saturday, December 6, 2025
26.1 C
Bhubaneswar

ଯୁବକଙ୍କୁ ହତ୍ୟା ଅଭିଯୋଗ

ପାରାଦୀପ : କୁଜଙ୍ଗ ବନିପାଟରେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ଯୁବକଙ୍କୁ ଭୁଜାଲିରେ ସଙ୍ଘବଦ୍ଧ ଆକ୍ରମଣ କରିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଥିଲା। ଆକ୍ରମଣର କାରଣ ଅସ୍ପଷ୍ଟ ଥିବା ବେଳେ, ପୁଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories