www.samajalive.in
Sunday, December 14, 2025
19.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ଦେଖି ଭକ୍ତ ଭାବବିହ୍ବଳ.. ବଡ଼ଦାଣ୍ଡ ଲୋକାରଣ୍ୟ..

କାଲି ସକାଳ ୮ଟାରୁ ସିଂହଦ୍ବାରକୁ ଛାଡ଼ି ଅନ୍ୟ ୩ ଦ୍ବାର ବନ୍ଦ କରାଯିବ.. ଶ୍ରୀମନ୍ଦିର ଭିତରକୁ ପ୍ରବେଶ ସହ ଦର୍ଶନ ଉପରେ କଟକଣା ରହିବ.. ସିଂହଦ୍ବାର ଦେଇ ଅଧିକୃତ ବ୍ୟକ୍ତି ଓ ମନ୍ଦିରରେ ସେବା ଥିବା ସେବାୟତ ଯିବେ..

- Advertisement -

ବାହୁଡ଼ାଯାତ୍ରା ସମୟରେ ରଥ ଉପରେ ମୋବାଇଲ ବ୍ୟବହାର ନେଇ ପୁଣି ଏକ ମାମଲା ରୁଜୁ..

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଉପରେ ରଖିବେ ନଜର ବିଜେଡିର ୫୦ ବିଧାୟକ.. ବିଧାୟକଙ୍କୁ ବିଭାଗ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ..

ପୁନର୍ଗଠିତ ହେଲା ନିତି ଆୟୋଗ.. ଓଡ଼ିଶାରୁ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ହେଲେ ସଦସ୍ୟ..

ମହାପ୍ରଭୁଙ୍କ ସୁନା ବେଶ.. ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ..

ଘରୋଇ ସଂସ୍ଥାରେ କନ୍ନଡ଼ ଲୋକଙ୍କ ପାଇଁ ୭୦% ଚାକିରି ସଂରକ୍ଷଣ କଲେ କର୍ଣ୍ଣାଟକ ସରକାର..

ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲାରେ ରହିଛି ବର୍ଷା ସମ୍ଭାବନା.. ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଦକ୍ଷିଣ ଓଡିଶାର ୭ ଜିଲାକୁ ହଳଦିଆ ସତର୍କ ସୂଚନା ଜାରି..

ଭୁବନେଶ୍ଵର: ବେଆଇନ କୋଠାରେ ବୁଲିବ ବୁଲଡୋଜର, ସରକାରୀ ଜାଗାରେ ନିର୍ମିତ ବେଆଇନ କୋଠା ଭାଙ୍ଗିବେ ସରକାର.. ଜବରଦଖଲ ନେଇ ଏପରି ପ୍ରତିକ୍ରିୟା ଦେଲେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ..

ତେଜୁଛି ଏସସିବି ହାଉସ ସର୍ଜନ-ନର୍ସିଂ ବିବାଦ.. ଏସସିବି ଶାଖା ସମ୍ପାଦିକା ସରୋଜିନୀ ଜେନାଙ୍କ ସୂଚନା.. କାଲିଠୁ ସାରା ରାଜ୍ୟରେ କଳାବ୍ୟାଜ ପିନ୍ଧି ପ୍ରତିବାଦ କରିବେ ନର୍ସିଂ ଅଫିସର.. ସମାଧାନ ନହେଲେ ୨୪ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ..

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories